କୁମ୍ଭମେଳାରେ ବୁଡ଼ ପକାଇବା ପାଇଁ ପ୍ରୟାଗରାଜ ବାହାରିଲେ ମାନ୍ୟବର ବାଣିଜ୍ୟ ପରିବହନ ଏବଂ ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା I
ସାଥିରେ ଅଛନ୍ତି ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ବୈଷୟିକ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏବଂ ମତ୍ସ୍ୟ, ପ୍ରାଣୀ ସମ୍ପଦ ବିକାଶ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମାନ୍ୟବର ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ପରିବାର ବର୍ଗ I